Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:16 - ପବିତ୍ର ବାଇବଲ

16 ଯେତେବେଳେ ଋତ ଘରକୁ ଆସିଲା, ତା'ର ଶାଶୁ ତାକୁ ପଗ୍ଭରିଲେ, “ହେ ମୋର କନ୍ୟା ସବୁକିଛି କେମିତି ହେଲା?” ତା'ପରେ ଋତ ଲୋକଟି କରିଥିବା ସବୁକିଛି ବର୍ଣ୍ଣନା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା ?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।

Gade chapit la Kopi




ରତର ବିବରଣ 3:16
2 Referans Kwoze  

ଏହା ପରେ ବୋୟାଜ ଋତଙ୍କୁ କହିଲେ, “ତୁମ୍ଭର ଗ୍ଭଦର ମେଲାଇ ଧର।” ତହିଁରେ ଋତ ମେଲାଇ ଧରିଲା ଓ ବୋୟାଜ ଏକ ବୁଶେଲ ବାର୍ଲି ତହିଁରେ ଢାଳି ଦେଲେ। ତା'ପରେ ସେ ତାକୁ ପିଠିରେ ପକାଇ ଦେଲେ ସେ (ସ୍ତ୍ରୀ) ସହରକୁ ଫେରିଗଲା।


ତା'ପରେ ସେ (ସ୍ତ୍ରୀ) କହିଲା, “ବୋୟାଜ ଏହି ଯବ ଉପହାର ଦେଇଛନ୍ତି। ବୋୟାଜ କହିଲେ, ବିନା ଉପହାରରେ ତୁମ୍ଭେ ତୁମ୍ଭ ଶାଶୁଙ୍କ ନିକଟକୁ ଯିବା ଉଚିତ୍ ନୁହେଁ।”


Swiv nou:

Piblisite


Piblisite