ରତର ବିବରଣ 3:17 - ପବିତ୍ର ବାଇବଲ17 ତା'ପରେ ସେ (ସ୍ତ୍ରୀ) କହିଲା, “ବୋୟାଜ ଏହି ଯବ ଉପହାର ଦେଇଛନ୍ତି। ବୋୟାଜ କହିଲେ, ବିନା ଉପହାରରେ ତୁମ୍ଭେ ତୁମ୍ଭ ଶାଶୁଙ୍କ ନିକଟକୁ ଯିବା ଉଚିତ୍ ନୁହେଁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ନ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି। Gade chapit laଓଡିଆ ବାଇବେଲ17 ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି। Gade chapit la |