Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:2 - ପବିତ୍ର ବାଇବଲ

2 ହୋଇପାରେ ବୋୟାଜ ହେଉଛନ୍ତି ଉପଯୁକ୍ତ ପ୍ରସ୍ତାବ। ବୋୟାଜ ହେଉଛି ଆମ୍ଭର ନିକଟ ସମ୍ପର୍କୀୟ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣା ଖଳାରେ ରାତ୍ରି ସମୟରେ ଜବ ଝାଡ଼ୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।

Gade chapit la Kopi




ରତର ବିବରଣ 3:2
8 Referans Kwoze  

ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ।


ବୈଥିଲେହମରେ ଜଣେ ଧନୀ ବ୍ୟକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋୟାଜ। ବୋୟାଜ ଥିଲେ ଏଲିମେଲକର ପରିବାରରୁ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧୁ।


ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ।


ଏହା ପରେ ନୟମୀ ଋତର ଶାଶୁ ତାଙ୍କୁ କହିଲେ, “ହେ ମୋର କନ୍ୟା, ମୁଁ ତୁମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହେବ।


ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ।


Swiv nou:

Piblisite


Piblisite