Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:5 - ପବିତ୍ର ବାଇବଲ

5 ଏହା ପରେ ଋତ ଉତ୍ତର ଦେଲା, “ତୁମ୍ଭେ ଯାହା କହିଲ, ମୁଁ ତାହା ନିଶ୍ଚିତ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ଉତ୍ତର କଲା, ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।

Gade chapit la Kopi

ଓଡିଆ ବାଇବେଲ

5 ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”

Gade chapit la Kopi




ରତର ବିବରଣ 3:5
4 Referans Kwoze  

ସନ୍ତାନଗଣ! ପ୍ରତ୍ୟେକ କଥାରେ ପିତା-ମାତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।


ହେ ସନ୍ତାନଗଣ! ପ୍ରଭୁଙ୍କ ଇଚ୍ଛାନୁସାରେ ପିତା-ମାତାଙ୍କ କଥାର ବାଧ୍ୟ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।


ଖାଇ ସାରିବା ପରେ ସେ ଯେତେବେଳେ ଶୟନ କରିବାକୁ ଯିବେ, ସେହି ସ୍ଥାନକୁ ଆଗେଇ ଯାଅ, ତାଙ୍କର ପାଦରୁ ଆବରଣ କାଢ଼ି ସେଠାରେ ପଡ଼ିରୁହ। ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ ତାହା ସେ ଜଣାଇବେ।”


ଏଣୁ ଋତ ସେହି ଖଳାକୁ ଯାଇ ନିଜର ଶାଶୁର କଥା ଅନୁସାରେ କାର୍ଯ୍ୟମାନ କଲା।


Swiv nou:

Piblisite


Piblisite