Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:12 - ପବିତ୍ର ବାଇବଲ

12 ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାରେ ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସଦାପ୍ରଭୁ ଏହି ଯୁବତୀ ଦ୍ଵାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ଵାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।

Gade chapit la Kopi

ଓଡିଆ ବାଇବେଲ

12 ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”

Gade chapit la Kopi




ରତର ବିବରଣ 4:12
8 Referans Kwoze  

ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ ତାହାର ଭ୍ରାତା ଭୂମିଷ୍ଠ ହେଲା, ତହିଁରେ ଧାତ୍ରୀ କହିଲା, “ତୁମ୍ଭେ ଜୋର୍ କରି ଭେଦ କରିଅଛ।” ତେଣୁ ତା'ର ନାମ ପେରସ୍।


ଯିହୁଦାଙ୍କର ପୁତ୍ରବଧୂ ତାମର ପେରସ ଓ ସେରହଙ୍କୁ ଜନ୍ମ ଦେଲା। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।


ପୁଣି ଏଲି ଇ‌ଲ୍‌କାନାକୁ ଓ ତା'ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା'ପରେ ସଦାପ୍ରଭୁଙ୍କୁ ଦେଲେ।” ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ।


ଯିହୂଦା, ଫେରସ ଓ ସେରହଙ୍କ ବାପା। (ତାମର, ସେମାନଙ୍କ ମା) ଫେରସ ହିଷ୍ରୋଣଙ୍କ ବାପା। ହିଷ୍ରୋଣ ଅରାମଙ୍କ ବାପା।


ଯିହୁଦାର ପୁତ୍ର, ଏର, ଓନନ୍, ଶେଲା, ପେରସ୍ ଓ ସେରହ। କିନ୍ତୁ ଏର ଏବଂ ଓନନ୍ କିଣାନ ଦେଶରେ ମରିଥିଲେ, ପେରସର ପୁତ୍ର ହିଷ୍ରୋନ୍ ଓ ହାମୂଲ ଥିଲେ।


ପେରସର ବଂଶାବଳୀ ଏହି ପ୍ରକାର, ପେରସର ପୁତ୍ର ହିଷ୍ରୋଣ,


ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।


Swiv nou:

Piblisite


Piblisite