Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:16 - ପବିତ୍ର ବାଇବଲ

16 ନୟମୀ ସେହି ବାଳକକୁ କୋଳାଇ ନେଲା ଏବଂ ତା'ର ପ୍ରତିପାଳନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ନୟମୀ ବାଳକକୁ ଘେନି ଆପଣା କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।

Gade chapit la Kopi




ରତର ବିବରଣ 4:16
2 Referans Kwoze  

ବୃଦ୍ଧାବସ୍ଥାରେ ସେ ତୁମ୍ଭକୁ ସାନ୍ତ୍ୱନା ଦେବ ଓ ତୁମ୍ଭକୁ ପ୍ରତିପାଳନ କରିବ। ତୁମ୍ଭର ବୋହୂ ସାତୋଟି ପୁତ୍ର ଅପେକ୍ଷା ତୁମ୍ଭକୁ ଅଧିକ ପ୍ରେମ କରିବ।”


ସେହି ସ୍ତ୍ରୀଲୋକମାନେ କହିଲେ, “ବର୍ତ୍ତମାନ ନୟମୀର ଏକ ପୁତ୍ର ଅଛି।” ତେଣୁ ସେମାନେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ଯିଶୟର ପିତା ଏବଂ ଯିଶୟ ଥିଲା ରାଜା ଦାଉଦଙ୍କର ପିତା।


Swiv nou:

Piblisite


Piblisite