ରତର ବିବରଣ 4:17 - ପବିତ୍ର ବାଇବଲ17 ସେହି ସ୍ତ୍ରୀଲୋକମାନେ କହିଲେ, “ବର୍ତ୍ତମାନ ନୟମୀର ଏକ ପୁତ୍ର ଅଛି।” ତେଣୁ ସେମାନେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ଯିଶୟର ପିତା ଏବଂ ଯିଶୟ ଥିଲା ରାଜା ଦାଉଦଙ୍କର ପିତା। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି, ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତା। Gade chapit laଓଡିଆ ବାଇବେଲ17 ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି, ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 “ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ। Gade chapit la |