Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:9 - ପବିତ୍ର ବାଇବଲ

9 ଏହା ପରେ ବୋୟାଜ, ପ୍ରାଚୀନବର୍ଗ ଓ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଆଜି ଆପଣମାନେ ସମସ୍ତେ ସାକ୍ଷୀ। ମୁଁ ଆଜି ନୟମୀଠାରୁ ସମସ୍ତ କିଣୁଅଛି। ଯାହାକି ସବୁ ଏଲିମେଲକ, କିଲିୟୋନ ଏବଂ ମହଲୋନର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Gade chapit la Kopi




ରତର ବିବରଣ 4:9
6 Referans Kwoze  

ସେହି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦୁଇ ପୁତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିୟୋନ। ସେମାନେ ଥିଲେ, ଯିହୁଦାର ବୈ‌ଥ୍‌ଲେହମରୁ ଏଫ୍ରାଥିୟ ଲୋକ। ସେମାନେ ମୋୟାବର ପର୍ବତମୟ ଦେଶକୁ ଗଲେ ଓ ସେଠାରେ ବସବାସ କଲେ।


ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟାଜକୁ “ସେହି ଭୂମି କିଣିବାକୁ” କହିଲା। ସେ ତା'ର ପାଦୁକା କାଢ଼ି ତାଙ୍କୁ ଦେଲା।


ମୁଁ ମଧ୍ୟ ମୋୟାବ ଦେଶୀୟ ମୃତ ମହଲୋନର ବିଧବା ସ୍ତ୍ରୀ ଋତକୁ ମୋର ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳରେ ମୃତ ବ୍ୟକ୍ତିର ଜମିଜମା ସବୁ ତା'ର ପରିବାରରେ ରହିବ। ଏହି ପ୍ରକାରରେ ମୃତ ଲୋକର ନାମ ପୁରାପୁରି ଭୂଲି ହେବ ନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।”


“ନା ମୁନିବ, ସେପରି ହେବ ନାହିଁ। ମୋ’ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି। ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି। ଆପଣ ନିଜ ସ୍ତ୍ରୀର ମୃତ ଦେହକୁ କବର ଦିଅନ୍ତୁ।”


Swiv nou:

Piblisite


Piblisite