ପରମ ଗୀତ 1:15 - ପବିତ୍ର ବାଇବଲ15 ଆଗୋ ମୋର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ। ଦେଖ, ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଗୋ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ନେତ୍ରଯୁଗଳ କପୋତ ତୁଲ୍ୟ। Gade chapit laଓଡିଆ ବାଇବେଲ15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ। Gade chapit la |
ତୁମ୍ଭେମାନେ ପଗ୍ଭରିବ, “କାହିଁକି ଆମ୍ଭମାନଙ୍କର ଏହି ଭେଟି ଗୃହୀତ ହେବ ନାହିଁ?” କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ପ୍ରତ୍ୟକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ଯୁବକ ଅବସ୍ଥାରେ ବିବାହ କରିଛ। ସେ ତୁମ୍ଭର ସାଥୀ ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।