ପରମ ଗୀତ 1:4 - ପବିତ୍ର ବାଇବଲ4 ମୋତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରିତ ହୋଇ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି। ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭର ପ୍ରେମର ବିଷୟ ଅଧିକ କହିବୁ। ଏହା ଯଥାର୍ଥ ଯେ, ଲୋକେ ତୁମ୍ଭକୁ ପ୍ରେମ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି। Gade chapit laଓଡିଆ ବାଇବେଲ4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି। Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।