ପରମ ଗୀତ 1:5 - ପବିତ୍ର ବାଇବଲ5 ଆଗୋ ଯିରୁଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ। Gade chapit laଓଡିଆ ବାଇବେଲ5 ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ। Gade chapit la |
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।