ପରମ ଗୀତ 2:5 - ପବିତ୍ର ବାଇବଲ5 କିସ୍ମିସ୍ ପିଠା ଦେଇ ମୋତେ ଶକ୍ତିଶାଳୀ କର ଓ ସେଓ ଦେଇ ମୋତେ ସତେଜ କରି ଦିଅ, କାରଣ ମୁଁ ପ୍ରେମ ସହିତ ପୀଡ଼ିତା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ଵାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା। Gade chapit laଓଡିଆ ବାଇବେଲ5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା। Gade chapit la |