ପରମ ଗୀତ 2:9 - ପବିତ୍ର ବାଇବଲ9 ମୋହର ପ୍ରିୟତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ୟ। ଦେଖ, ସେ ଝରକା ଦେଇ ଅନାଇ ଅଛନ୍ତି, ପ୍ରାଚୀର ପଛେ ଠିଆ ହୋଇଅଛନ୍ତି। ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। Gade chapit laଓଡିଆ ବାଇବେଲ9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। Gade chapit la |
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’
ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।