Biblia Todo Logo
Bib sou entènèt

- Piblisite -




ପରମ ଗୀତ 3:2 - ପବିତ୍ର ବାଇବଲ

2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖୋଜିବି। ମୁଁ ତାହାଙ୍କୁ ଖୋଜିଲି ମାତ୍ର ପାଇଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।

Gade chapit la Kopi




ପରମ ଗୀତ 3:2
18 Referans Kwoze  

ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”


ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ୟରୁ କେତେକ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏ କଥା ମୁଁ କହୁଛି।


ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ।


ଯୋହନ ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ।


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଗ୍ଭରିଆଡ଼କୁ ଗ୍ଭହିଁ ବୁଝ। ତହିଁର ଛକସ୍ଥାନ ସବୁ ଖୋଜ। ଯଦି ତୁମ୍ଭେମାନେ ଜଣେ ନ୍ୟାୟପରାୟଣ ଓ ସତ୍ୟାନୁସରଣକାରୀକୁ ପାଇବ, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ତୁମ୍ଭ ନାମରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତେଜିତ କରିବାକୁ କେହି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହୋଇଅଛି ଓ ଆମ୍ଭମାନଙ୍କ ପାପଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପରେ ମୋର ହସ୍ତରୁ ଗନ୍ଧରସ ଓ ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।


ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।


ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ। ମୁଁ ସେମାନଙ୍କୁ ପଗ୍ଭରିଲି, “ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି?”


ହେ ମୋର ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ଗୋରୁଗାଈ ଚରାଉ ଅଛ? ମଧ୍ୟାହ୍ନରେ କେଉଁଠାରେ ଶୟନ କରାଉ ଅଛ, ତାହା ମୋତେ ଜଣାଅ। ତୁମ୍ଭ ସାଙ୍ଗ ଗହଣରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀଲୋକପରି ହେବି?


Swiv nou:

Piblisite


Piblisite