ପରମ ଗୀତ 3:5 - ପବିତ୍ର ବାଇବଲ5 ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହେବା ଯାଏ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ। Gade chapit laଓଡିଆ ବାଇବେଲ5 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। Gade chapit la |