ପରମ ଗୀତ 4:16 - ପବିତ୍ର ବାଇବଲ16 ହେ ଉତ୍ତରୀୟ ବାୟୁ, ଜାଗ। ଦକ୍ଷିଣ ବାୟୁ, ଆସ। ମୋ’ ଉଦ୍ୟାନର ସୁଗନ୍ଧି ଯେପରି ଗ୍ଭରିଆଡ଼େ ବିଚ୍ଛୁରିତ ହେବ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପରେ ପ୍ରବାହିତ ହୁଅ। ମୋହର ପ୍ରିୟତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। Gade chapit laଓଡିଆ ବାଇବେଲ16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ’ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।