ପରମ ଗୀତ 4:6 - ପବିତ୍ର ବାଇବଲ6 ଦିବସ ନ ଆସିବା ପର୍ଯ୍ୟନ୍ତ ଓ ଛାୟା ବହି ନ ଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ଯିବି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି। Gade chapit laଓଡିଆ ବାଇବେଲ6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି। Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।