Biblia Todo Logo
Bib sou entènèt

- Piblisite -




ପରମ ଗୀତ 5:11 - ପବିତ୍ର ବାଇବଲ

11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରାକୁଆ ତୁଲ୍ୟ କୃଷ୍ଣବର୍ଣ୍ଣ।

Gade chapit la Kopi

ଓଡିଆ ବାଇବେଲ

11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।

Gade chapit la Kopi




ପରମ ଗୀତ 5:11
8 Referans Kwoze  

ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା।


“ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସେହି ଉପରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମେଷଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମୟପରି ଓ ସିଂହାସନର ଚକସବୁ ଜ୍ୱଳନ୍ତା ଅଗ୍ନିଶିଖା, ସଦୃଶ ଥିଲା।


ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ। ତହିଁର ବେଣୀ ପାଶରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।


ମୁଁ ନିଦ୍ରିତା ଥିଲି, ମାତ୍ର ମୋର ହୃଦୟ ଜାଗ୍ରତ ଥିଲା। ଏତ ମୋ’ ପ୍ରିୟତମଙ୍କ ରବ। ସେ ଦ୍ୱାରରେ ଆଘାତ କରି କହୁଛନ୍ତି, “ଆଗୋ ମୋର ଭଗିନୀ, ମୋର ପ୍ରିୟେ, ମୋର କପୋତୀ, ମୋହର ଶୁଦ୍ଧମତି ମୋ’ ପାଇଁ ଦ୍ୱାର ଫିଟାଅ। କାରଣ ମୋର ମସ୍ତକ ଶିଶିରରେ ମୋହର କେଶ ରାତ୍ରିର ଜଳ ବିନ୍ଦୁରେ ପରିପୂର୍ଣ୍ଣ।”


ତାଙ୍କର ନେତ୍ର ଯୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ୟ। ଦୁ‌ଗ୍‌ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।


“ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡ଼ି ଯାଏ ତେବେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ।


Swiv nou:

Piblisite


Piblisite