Biblia Todo Logo
Bib sou entènèt

- Piblisite -




ପରମ ଗୀତ 5:12 - ପବିତ୍ର ବାଇବଲ

12 ତାଙ୍କର ନେତ୍ର ଯୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ୟ। ଦୁ‌ଗ୍‌ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।

Gade chapit la Kopi

ଓଡିଆ ବାଇବେଲ

12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥାସ୍ଥାନରେ ସ୍ଥାପିତ।

Gade chapit la Kopi




ପରମ ଗୀତ 5:12
4 Referans Kwoze  

ହେ ମୋର ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦେଖାଯାଅ। ତୁମ୍ଭ ନେତ୍ର କପୋତ ତୁଲ୍ୟ, ତୁମ୍ଭର କେଶ ଗିଲିୟଦ ପର୍ବତରୁ ଓହ୍ଲାଇ ଆସୁଥିବା ଛେଳିପଲ ତୁଲ୍ୟ।


ଆଗୋ ମୋର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ। ଦେଖ, ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।


ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।


ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”


Swiv nou:

Piblisite


Piblisite