ପରମ ଗୀତ 5:3 - ପବିତ୍ର ବାଇବଲ3 “ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଗ୍ଭହୁଁ ନାହିଁ। ମୁଁ ମୋର ପାଦ ଧୌତ କରିଅଛି, ମୁଁ ସେଗୁଡ଼ିକୁ ମଇଳା କରିବା ପାଇଁ ଗ୍ଭହୁଁ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି କରି ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି କରି ତାହା ମଳିନ କରିବି? Gade chapit laଓଡିଆ ବାଇବେଲ3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି? Gade chapit la |
ଲୋଟ ସେମାନଙ୍କୁ କହିଲେ, “ହେ ମହାଶୟଗଣ ମୋର ଗୃହକୁ ଆସିବା ହେଉନ୍ତୁ ଏବଂ ମୁଁ ଆପଣମାନଙ୍କର ସେବା କରିବି। ଆପଣମାନେ ପାଦ ଧୋଇ ମୋର ଗୃହକୁ ଆସନ୍ତୁ ଏବଂ ଏହିଠାରେ ରାତ୍ରିଯାପନ କରନ୍ତୁ। ଏହା ପରେ ଆସନ୍ତାକାଲି ଆପଣମାନେ ଶୀଘ୍ର ଉଠିବେ ଏବଂ ଆପଣମାନଙ୍କର ଯାତ୍ରା ଗ୍ଭଲୁ ରଖିବେ।” ସ୍ୱର୍ଗଦୂତମାନେ ଉତ୍ତର ଦେଲେ, “ନାଁ, ଆମ୍ଭେମାନେ ଏହି ନଗର ଚୌରାହରେ ସମସ୍ତ ରାତ୍ରି ଯାପନ କରିବୁ।”