Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:12 - ପବିତ୍ର ବାଇବଲ

12 ମୁଁ ଅନୁଭବ କଲା ପୂର୍ବରୁ ମୁଁ ମୋ’ ନିଜକୁ ଏକ ରଥରେ ରାଜପୁତ୍ରଙ୍କର ପାଖରେ ପାଇଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Gade chapit la Kopi

ଓଡିଆ ବାଇବେଲ

12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Gade chapit la Kopi




ପରମ ଗୀତ 6:12
5 Referans Kwoze  

ତେଣୁ ସେ ସ୍ଥାନ ଛାଡ଼ି ତା’ ବାପାଙ୍କ ପାଖକୁ ବାହାରିଲା। “ପୁତ୍ର ବହୁତ ଦୂରରେ ଥିଲାବେଳେ ବାପା ତାହାକୁ ଦେଖିଲେ। ସେ ପୁଅ ପାଇଁ ଦୁଃଖ ଅନୁଭବ କଲେ ଓ ତା’ ପାଖକୁ ଦୌଡ଼ିଗଲେ। ସେ ପୁଅକୁ କୁଣ୍ଢେଇ ପକେଇ ଚୁମ୍ବନ ଦେଲେ।


ମୁଁ ଡିମ୍ବିରି ବୃକ୍ଷ କାଟିବାକୁ ସଦ୍ୟ ଗ୍ଭରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।


ହେ ଶୂଲେମିୟେର ନାରୀ, ଫେରି ଆସ, ଫେରି ଆସ ଆମ୍ଭେମାନେ ତୁମ୍ଭକୁ ଦେଖିବା ପାଇଁ ଗ୍ଭହୁଁଛୁ। ଯେତେବେଳେ ସେ ମହନୟିମ ନୃତ୍ୟ କରୁଛି, କାହିଁକି ତୁମ୍ଭେମାନେ ଶୂଲେମିୟା ନାରୀକୁ ଅନାଇବ?


Swiv nou:

Piblisite


Piblisite