Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:5 - ପବିତ୍ର ବାଇବଲ

5 ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲିୟଦର ଚଟାଣରୁ ତଳକୁ ଆସୁଥିବା ଏକ ଛେଳିପଲ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ଵାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କ୍ଳେଶ ଗିଲିୟଦ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।

Gade chapit la Kopi




ପରମ ଗୀତ 6:5
6 Referans Kwoze  

ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ।


ତେଣୁ ବର୍ତ୍ତମାନ ମୋତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସେମାନଙ୍କୁ ମୋର କ୍ରୋଧରେ ଧ୍ୱଂସ କରିବି। ଏହା ପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।”


ତୁମ୍ଭର ଦାନ୍ତ ପଂକ୍ତି ସ୍ଥାନରୁ ‌‌ଉ‌‌ତ୍‌‌ଥିତ‌ା ମେଷୀପଲ ତୁଲ୍ୟ। ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।


Swiv nou:

Piblisite


Piblisite