Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:7 - ପବିତ୍ର ବାଇବଲ

7 ଓଢ଼ଣା ତଳେ ତୁମ୍ଭର ଦୁଇଟି କର୍ଣ୍ଣ ମୂଳ ଡାଳିମ୍ବ ତୁଲ୍ୟ ଦୁଇଟି ଫାଳ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭ ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ସଦୃଶ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।

Gade chapit la Kopi




ପରମ ଗୀତ 6:7
2 Referans Kwoze  

ତୁମ୍ଭର ଓଷ୍ଠାଧର ଉଜ୍ଜ୍ୱଳ ଲୋହିତ ରଙ୍ଗର ଫିତା ଓ ତୁମ୍ଭର ପାଟି ସୁନ୍ଦର। ଓଢ଼ଣା ତଳେ ତୁମ୍ଭ କପାଳ ଡାଳିମ୍ବ ଖଣ୍ଡ ତୁଲ୍ୟ।


ହେ ମୋର ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦେଖାଯାଅ। ତୁମ୍ଭ ନେତ୍ର କପୋତ ତୁଲ୍ୟ, ତୁମ୍ଭର କେଶ ଗିଲିୟଦ ପର୍ବତରୁ ଓହ୍ଲାଇ ଆସୁଥିବା ଛେଳିପଲ ତୁଲ୍ୟ।


Swiv nou:

Piblisite


Piblisite