ପରମ ଗୀତ 6:9 - ପବିତ୍ର ବାଇବଲ9 ମାତ୍ର ମୋ’ କପୋତୀ, ମୋର ନିପୁଣାଟି ଅଦ୍ୱିତୀୟା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିୟ ଯିଏ ତାକୁ ଗର୍ଭଧାରଣ କଲେ। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ। Gade chapit laଓଡିଆ ବାଇବେଲ9 ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। Gade chapit la |