Biblia Todo Logo
Bib sou entènèt

- Piblisite -




ପରମ ଗୀତ 7:7 - ପବିତ୍ର ବାଇବଲ

7 ତୁମ୍ଭ ଶରୀରର ଦୀର୍ଘତା ଖଜୁରୀ ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜୂରବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।

Gade chapit la Kopi




ପରମ ଗୀତ 7:7
12 Referans Kwoze  

ତୁମ୍ଭର ସ୍ତନଯୁଗଳ ଶୋଶନ ପୁଷ୍ପ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ।


ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।


ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ।


ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ। ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।


ମୋର ପ୍ରିୟତମ, ମୋ’ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ’ ପ୍ରତି ଅଟନ୍ତି।


ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।


ଆମ୍ଭମାନଙ୍କର ଗୋଟିଏ ସାନ ଭଉଣୀ ଅଛି। ଏପର୍ଯ୍ୟନ୍ତ ତା'ର ସ୍ତନ ବୃଦ୍ଧି ହୋଇ ନାହିଁ। ଯଦି ଜଣେ ଲୋକ ଆସେ ଏବଂ ତାକୁ ବିବାହ କରିବାକୁ ପଗ୍ଭରେ, ତେବେ ଆମ୍ଭେମାନେ କ’ଣ କରିବା?


ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ୟ ହେଉ। ପୁଣି ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ।


ତୁମ୍ଭର ସ୍ତନ ଯୁଗଳ ହରିଣର ଯାଆଁଳା ଛୁଆ ପରି।


ସେସବୁ ତାଳଗଛ ତୁଲ୍ୟ, କୁନ୍ଦା ଓ କଥା କହନ୍ତି ନାହିଁ। ସେମାନଙ୍କୁ ବହନ କରିବାକୁ ହୁଏ କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ। ତେଣୁ ସେମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।”


ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କେମନ୍ତ ସୁନ୍ଦରୀ ଓ ମାନୋହାରିଣୀ।


ଆଗୋ ମୋର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ। ଦେଖ, ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।


Swiv nou:

Piblisite


Piblisite