Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:4 - ପବିତ୍ର ବାଇବଲ

4 ହେ ଯିରୁଶାଲମର ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, ମୋ’ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

Gade chapit la Kopi




ପରମ ଗୀତ 8:4
3 Referans Kwoze  

ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମରେ ମୋ'ଠାରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହେବା ପର୍ଯ୍ୟନ୍ତ ପ୍ରେମକୁ ଜଗାଅ ନାହିଁ।


ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହେବା ଯାଏ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।


ଆଗୋ ଯିରୁଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।


Swiv nou:

Piblisite


Piblisite