ପରମ ଗୀତ 8:6 - ପବିତ୍ର ବାଇବଲ6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ବାହୁଟି ତୁଲ୍ୟ ଆପଣା ବାହୁରେ ଧାରଣ କର। କାରଣ ପ୍ରେମ ମୃତ୍ୟୁ ପରି ଶକ୍ତିଶାଳୀ ଅଟେ। ହୃଦୟର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁରେ ପରିଣତ ହୋଇପାରେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ଵାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। Gade chapit laଓଡିଆ ବାଇବେଲ6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। Gade chapit la |
କିନ୍ତୁ ଏହି ତିନି ଜଣ ପଲେଷ୍ଟୀୟ ସୈନ୍ୟମାନଙ୍କ ସହିତ ଯୁଦ୍ଧ କରି କରି ସେମାନଙ୍କ ମଧ୍ୟଦେଇ ଗଲେ। ଏହି ତିନି ବ୍ୟକ୍ତି ବୈଥ୍ଲେହମ ନଗରର ଦ୍ୱାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହା ପରେ ଏହି ତିନି ବୀର ସେହି ଜଳକୁ ନେଇ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ସ୍ୱରୂପେ ସେହି ଜଳକୁ ଭୂମିରେ ଢାଳିଲେ।