Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:7 - ପବିତ୍ର ବାଇବଲ

7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ। କିଅବା ବନ୍ୟା ତାହା ବୁଡ଼ାଇ ନ ପାରେ। ଯେବେ କେହି ଆପଣାର ସର୍ବସ୍ୱ ବଦଳରେ ପ୍ରେମ କିଣିବା ପାଇଁ ଚେଷ୍ଟା କରେ, ତେବେ ସେ ଲୋକ ସମସ୍ତଙ୍କ ଦ୍ୱାରା ତୁଚ୍ଛୀକୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯେବେ କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ଵ ଦେବ, ତେବେ ସେ ଲୋକ ନିତା; ତୁଚ୍ଛୀକୃତ ହେବ।

Gade chapit la Kopi

ଓଡିଆ ବାଇବେଲ

7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।

Gade chapit la Kopi




ପରମ ଗୀତ 8:7
8 Referans Kwoze  

ଯେକୌଣସି ମୂଲ୍ୟ ତା'ର କ୍ରୋଧକୁ ଶାନ୍ତ କରି ପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କ୍ରୋଧ ଶାନ୍ତ ହେବ ନାହିଁ।


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


ମାତ୍ର ଯଦି ଧରାପଡ଼େ, ତେବେ ତାକୁ ସାତଗୁଣ ଫେରାଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ହେବ।


ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ। ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।


ଯୋଷେଫଙ୍କର ମୁନିବ ତାଙ୍କର ସ୍ତ୍ରୀଠାରୁ ଏ ସମସ୍ତ ଶୁଣିଲେ। ଏବଂ ସେ ବହୁତ କ୍ରୋଧ ହେଲେ।


Swiv nou:

Piblisite


Piblisite