ତୀତସ 1:11 - ପବିତ୍ର ବାଇବଲ11 ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି। Gade chapit laଓଡିଆ ବାଇବେଲ11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ । ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)11 ସେମାନଙ୍କୁ ଏଥିରୁ ନିବୃତ୍ତ କରିବାକୁ ହେବ, କାରଣ ସେମାନେ ନିର୍ଲ୍ଲଜ୍ଜ ଭାବରେ କେବଳ ଅର୍ଥ ଲାଭ ଉଦ୍ଦେଶ୍ୟରେ ଅବାନ୍ତର ଶିକ୍ଷା ଦେଇ ଅନେକ ପରିବାର ମଧ୍ୟରେ ଅଶାନ୍ତି ସୃଷ୍ଟି କରୁଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି। Gade chapit la |
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”