ତୀତସ 1:3 - ପବିତ୍ର ବାଇବଲ3 ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି। Gade chapit laଓଡିଆ ବାଇବେଲ3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)3 ଯଥା ସମୟରେ ଏହି ବାର୍ତ୍ତା ସେ ପ୍ରକାଶ କରିଛନ୍ତି। ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ଆଦେଶରେ ଏହା ଘୋଷଣା କରିବାକୁ ମୋତେ ଦାୟିତ୍ୱ ଦିଆଯାଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।