ତୀତସ 2:2 - ପବିତ୍ର ବାଇବଲ2 ବୃଦ୍ଧ ଲୋକମାନଙ୍କୁ ଶିକ୍ଷା ଦିଅ ଯେ ସେମାନେ ଆତ୍ମସଂଯମୀ, ଗମ୍ଭୀର ଓ ଜ୍ଞାନୀ ହୁଅନ୍ତୁ। ସେମାନେ ବିଶ୍ୱାସରେ, ପ୍ରେମରେ ଓ ଧୈର୍ଯ୍ୟରେ ଦୃଢ଼ ହେବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)2 ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ, Gade chapit laଓଡିଆ ବାଇବେଲ2 ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, Gade chapit laପବିତ୍ର ବାଇବଲ (CL) NT (BSI)2 ବୟୋଜ୍ୟେଷ୍ଠମାନଙ୍କୁ ମିତାଚାରୀ, ବିଚାରବନ୍ତ ଓ ଆତ୍ମସଂଯମୀ ହେବାକୁ ଅନୁରୋଧ କର; ସେମାନେ ଯଥାର୍ଥ ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ପରିପୂର୍ଣ୍ଣ ହୁଅନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, Gade chapit la |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।