ତୀତସ 2:8 - ପବିତ୍ର ବାଇବଲ8 ତୁମ୍ଭେ ଯେପରି ସମାଲୋଚିତ ନ ହୁଅ, ସେଥିପାଇଁ ତୁମ୍ଭେ ସତ କୁହ। ତା'ହେଲେ ଜଣେ ବିରୋଧୀ ମଧ୍ୟ ଲଜ୍ଜାବୋଧ କରିବ କାରଣ ସେ ଆମ୍ଭ ବିରୁଦ୍ଧରେ କୌଣସି ମନ୍ଦ ବିଷୟ ପାଇବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ। Gade chapit laଓଡିଆ ବାଇବେଲ8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ। Gade chapit la |
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।