ତୀତସ 3:1 - ପବିତ୍ର ବାଇବଲ1 ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସେମାନେ ସରକାରୀ ଅଧିକାରୀମାନଙ୍କ ଅଧୀନରେ ରୁହନ୍ତୁ, ସେମାନଙ୍କ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ; Gade chapit laପବିତ୍ର ବାଇବଲ (Re-edited) - (BSI)1 କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, Gade chapit laଓଡିଆ ବାଇବେଲ1 କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, Gade chapit laପବିତ୍ର ବାଇବଲ (CL) NT (BSI)1 ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, Gade chapit la |
ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।