ଯିଖରୀୟ 1:16 - ପବିତ୍ର ବାଇବଲ16 ତେଣୁ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ଆମ୍ଭେ ପୁଣି ଯିରୁଶାଲମ ଫେରି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦେଖାଇବା।” ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭର ଘର ସେହି ସ୍ଥାନରେ ନିର୍ମିତ ହେବ ଏବଂ ସମଗ୍ର ଯିରୁଶାଲମରେ ପୁନଃନିର୍ମାଣର ଲକ୍ଷଣ ଦେଖାଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିଲୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ଵାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit la |
ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶଲ୍ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।