Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:18 - ପବିତ୍ର ବାଇବଲ

18 ଏହା ପରେ ମୁଁ ଊର୍ଦ୍ଧ୍ୱକୁ ଗ୍ଭହିଁଲି ଏବଂ ଗ୍ଭରୋଟି ଶିଙ୍ଗ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ ଚାରି ଶୃଙ୍ଗ।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।

Gade chapit la Kopi




ଯିଖରୀୟ 1:18
17 Referans Kwoze  

ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା'ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା'ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”


ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ।


ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ବାହାରକୁ ଆସିଲେ। ମୋତେ କହିଲେ, “ଦେଖ, କ’ଣ ଆସୁଥିବାର ଦେଖୁଛ?”


ମୁଁ ପୁଣି ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଓ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖିଲି।


ତା'ପରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତରେ ପରିମାପକ ରଜ୍ଜୁ ଧରିଥିବା ଏକ ବ୍ୟକ୍ତିଙ୍କୁ ଦେଖିଲି।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲତ-ପିଲେଷର ଆସି ଇୟୋନ, ଆବେଲ୍-ବୈ‌‌‌ଥ୍‌‌‌ମାଖା, ଯାନହୋକେଦେଶ, ହା‌ତ୍‌ସୋର, ଗିଲିୟଦ, ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


କନାନାର ପୁତ୍ର ସିଦିକିୟ ଜଣେ ଭବିଷ୍ୟ‌ଦ୍‌ବକ୍ତା ଲୌହମୟ ଶିଙ୍ଗମାନ ନିର୍ମାଣ କରି ଆହାବଙ୍କୁ କହିଲା, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଏହି ଲୌହମୟ ଶିଙ୍ଗ ଯୁଦ୍ଧରେ ବ୍ୟବହାର କରିବ ଏବଂ ତୁମ୍ଭେ ଅରାମର ସମସ୍ତ ସୈନ୍ୟମାନଙ୍କୁ ସଂହାର କରିବ ଏବଂ ଜୟଲାଭ କରିବ।’”


ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ। ଆମ୍ଭର ସିୟୋନ ପ୍ରତି ଦୟା ରହିବ। ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’”


ତା'ପରେ ମୁଁ ଯେଉଁ ସ୍ୱର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, “ଏହି ଶିଙ୍ଗଗୁଡ଼ିକ କ’ଣ?” ସେ ଉତ୍ତର ଦେଲେ, “ଏହି ଶିଙ୍ଗଗୁଡ଼ିକ ଇସ୍ରାଏଲ, ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଚ୍ଛିନ୍ନଛତ୍ର କରି ଦେଇଛନ୍ତି।”


ତା'ପରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ୟରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା।


Swiv nou:

Piblisite


Piblisite