ଯିଖରୀୟ 10:10 - ପବିତ୍ର ବାଇବଲ10 ଆମ୍ଭେ ସେମାନଙ୍କୁ ମିଶରରୁ ଫେରାଇ ଆଣିବା ଏବଂ ଅଶୂରରୁ ଏକତ୍ରିତ କରିବା। ଆମ୍ଭେ ସେମାନଙ୍କୁ ଗିଲିୟଦରୁ ଏବଂ ଲିବାନୋନ୍ରୁ ଫେରାଇ ଆଣିବା ଏବଂ ସେମାନଙ୍କ ପାଇଁ ଯଥେଷ୍ଟ ସ୍ଥାନ ନ ଥିବ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଓ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ। Gade chapit laଓଡିଆ ବାଇବେଲ10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେ ପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ। Gade chapit la |