ଯିଖରୀୟ 10:12 - ପବିତ୍ର ବାଇବଲ12 ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମରେ, ସେମାନେ ସବୁସ୍ଥାନକୁ ଯିବେ।” ଏହା ସଦାପ୍ରଭୁ କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।