ଯିଖରୀୟ 11:2 - ପବିତ୍ର ବାଇବଲ2 ତୁମ୍ଭେ ଦେବଦାରୁ ଜାତୀୟ ବୃକ୍ଷ ଶୋକ କର କାରଣ ଦେବଦାରୁ ପଡ଼ିଯାଇଛି। ଶକ୍ତିଶାଳୀମାନେ ଧ୍ୱଂସ ହୋଇଛନ୍ତି। ଶୋକ କର, ହେ ବାଶନର ଅଲୋନବୃକ୍ଷ ସେହି ଦୁର୍ଗମ ବନ କଟାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। Gade chapit laଓଡିଆ ବାଇବେଲ2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। Gade chapit la |