Biblia Todo Logo
Bib sou entènèt

- Piblisite -




ଯିଖରୀୟ 12:14 - ପବିତ୍ର ବାଇବଲ

14 ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରତ୍ୟେକ ପରିବାରବର୍ଗ ଏକା ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ।

Gade chapit la Kopi

ଓଡିଆ ବାଇବେଲ

14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।

Gade chapit la Kopi




ଯିଖରୀୟ 12:14
4 Referans Kwoze  

ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।


ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।


ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।


“କିନ୍ତୁ ସେମାନଙ୍କ ମଧ୍ୟରୁ ଯେଉଁମାନେ ରକ୍ଷା ପାଇବେ, ସେମାନେ ପର୍ବତ ଆଡ଼କୁ ଦୌଡ଼ିବେ। ଏବଂ ସେମାନେ ସେମାନଙ୍କର ପାପ ପାଇଁ ଶୋକ କରିବେ ଓ ପର୍ବତ ଉପରେ କରୁଣ ଭାବରେ ବିଳାପ କରିବେ, ଉପତ୍ୟକାରେ କପୋତ ବାହୁନିବା ପରି।


Swiv nou:

Piblisite


Piblisite