ଯିଖରୀୟ 12:7 - ପବିତ୍ର ବାଇବଲ7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ଵୁସବୁକୁ ଉଦ୍ଧାର କରିବେ। Gade chapit laଓଡିଆ ବାଇବେଲ7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ। Gade chapit la |
ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।