ଯିଖରୀୟ 13:8 - ପବିତ୍ର ବାଇବଲ8 ଦେଶର ଦୁଇ ତୃତୀୟାଂଶ ଲୋକ ଚ୍ଛେଦନ ହେବେ ଓ ମୃତ୍ୟୁବରଣ କରିବେ। ମାତ୍ର ଏକ ତୃତୀୟାଂଶ ଜୀବିତ ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। Gade chapit laଓଡିଆ ବାଇବେଲ8 ପୁଣି, ସଦାପ୍ରଭୁ କହନ୍ତି, “ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”