ଯିଖରୀୟ 2:1 - ପବିତ୍ର ବାଇବଲ1 ତା'ପରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତରେ ପରିମାପକ ରଜ୍ଜୁ ଧରିଥିବା ଏକ ବ୍ୟକ୍ତିଙ୍କୁ ଦେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। Gade chapit la |
“ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।