ଯିଖରୀୟ 2:12 - ପବିତ୍ର ବାଇବଲ12 ସେହି ପବିତ୍ର ଭୂମିରେ ଯିହୁଦା ପରମେଶ୍ୱରଙ୍କର ଅଂଶ ହେବ। ସଦାପ୍ରଭୁ ପୁନର୍ବାର ଯିରୁଶାଲମକୁ ତାଙ୍କର ସ୍ୱତନ୍ତ୍ର ନଗରରୂପେ ବାଛିବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Gade chapit laଓଡିଆ ବାଇବେଲ12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। Gade chapit la |
ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”