Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:1 - ପବିତ୍ର ବାଇବଲ

1 ତା'ପରେ ମୋ’ ସହିତ ଆଳାପ କରୁଥିବା ସେହି ସ୍ୱର୍ଗଦୂତ ମୋ’ ନିକଟକୁ ଫେରି ଆସିଲେ ଓ ମୋତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ପୁନର୍ବାର ଆସି ମୋତେ ନିଦ୍ରାରୁ ଜାଗ୍ରତ ମନୁଷ୍ୟର ପ୍ରାୟ ଜଗାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।

Gade chapit la Kopi




ଯିଖରୀୟ 4:1
12 Referans Kwoze  

ମୁଁ ପଗ୍ଭରିଲି, “ହେ ମୋର ସଦାପ୍ରଭୁ, ଏଗୁଡ଼ିକ କ’ଣ ପାଇଁ?” ତା'ପରେ ସେହି ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, ଉତ୍ତର ଦେଲେ, “କ’ଣ ପାଇଁ ଏହି ଅଶ୍ୱଗୁଡ଼ିକ, ତାହା ତୁମ୍ଭକୁ ଜଣାଇବି।”


ସେ ମୋତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି, ମାତ୍ର ସେ ମୋତେ ସ୍ପର୍ଶ କରି ଠିଆ କରାଇଲେ।


ଏହା ଶୁଣିଲା ଉତ୍ତାରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହୋଇ ଗ୍ଭରିଆଡ଼କୁ ଗ୍ଭହିଁଲି।


ତା'ପରେ ମୁଁ ଯେଉଁ ସ୍ୱର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, “ଏହି ଶିଙ୍ଗଗୁଡ଼ିକ କ’ଣ?” ସେ ଉତ୍ତର ଦେଲେ, “ଏହି ଶିଙ୍ଗଗୁଡ଼ିକ ଇସ୍ରାଏଲ, ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଚ୍ଛିନ୍ନଛତ୍ର କରି ଦେଇଛନ୍ତି।”


ସେତେବେଳେ ପିତର ଓ ଅନ୍ୟମାନେ ଶୋଇ ପଡ଼ିଥିଲେ। କିନ୍ତୁ ସେମାନେ ଉଠି ପଡ଼ିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହୋଇଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ସେମାନେ ଦେଖିଲେ:


ତା'ପରେ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ବାହାରି ଆସିଲେ ଏବଂ ଅନ୍ୟ ଜଣେ ସ୍ୱର୍ଗଦୂତ ବାହାରି ତାଙ୍କ ସହିତ କଥା ହେଲେ।


ମୋ’ ସହିତ କଥା ହେଉଥିବା ସ୍ୱର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ୱନାମୂଳକ କଥା କହିଲେ।


ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ କ’ଣ ଜାଣ ନାହିଁ ଏଗୁଡ଼ିକ ସବୁ କ’ଣ?” ମୁଁ କହିଲି “ନାଁ, ମୋର ମହାଶୟ।”


Swiv nou:

Piblisite


Piblisite