Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:11 - ପବିତ୍ର ବାଇବଲ

11 ତା'ପରେ ମୁଁ ତାଙ୍କୁ କହିଲି, “ଦ୍ୱୀପରୁଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ’ଣ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ଵରେ ଓ ତହିଁର ବାମ ପାର୍ଶ୍ଵରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କଅଣ?

Gade chapit la Kopi

ଓଡିଆ ବାଇବେଲ

11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”

Gade chapit la Kopi




ଯିଖରୀୟ 4:11
3 Referans Kwoze  

ସେହି ପାତ୍ରର ଦକ୍ଷିଣ ଓ ବାମ ପାର୍ଶ୍ୱରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।”


ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା।


ମୁଁ ମଧ୍ୟ ତାଙ୍କୁ ପଗ୍ଭରିଲି, “ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡ଼ିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ’ଣ?”


Swiv nou:

Piblisite


Piblisite