ଯିଖରୀୟ 4:12 - ପବିତ୍ର ବାଇବଲ12 ମୁଁ ମଧ୍ୟ ତାଙ୍କୁ ପଗ୍ଭରିଲି, “ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡ଼ିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ’ଣ?” Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ମୁଁ ଦ୍ଵିତୀୟ ଥର ତାଙ୍କୁ ଉତ୍ତର କରି କହିଲି,ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ଵରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କଅଣ? Gade chapit laଓଡିଆ ବାଇବେଲ12 ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ’ଣ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?” Gade chapit la |
ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”
ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।