ଯିଖରୀୟ 4:13 - ପବିତ୍ର ବାଇବଲ13 ତା'ପରେ ସେହି ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ ଏଗୁଡ଼ିକର ଅର୍ଥ କ’ଣ ଜାଣ ନାହିଁ?” ମୁଁ ଉତ୍ତର ଦେଲି, “ନା, ମୋର ମହାଶୟ!” Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ? ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଜାଣେ ନାହିଁ। Gade chapit laଓଡିଆ ବାଇବେଲ13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।” Gade chapit la |