ଯିଖରୀୟ 4:2 - ପବିତ୍ର ବାଇବଲ2 ତାହାପରେ ସେହି ସ୍ୱର୍ଗଦୂତ ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ସମ୍ପୂର୍ଣ୍ଣ ସୁବର୍ଣ୍ଣର ଦୀପାଧାର ଦେଖୁଛି। ତାହାର ଉପରେ ଗୋଟିଏ ମାଠିଆ ଅଛି ଏବଂ ତା’ ଉପରେ ସାତୋଟି ପ୍ରଦୀପ ଅଛି, ଆଉ ମଧ୍ୟ ସେଠାରେ ଗୋଟିଏ ପାତ୍ର ଅଛି। ପ୍ରତ୍ୟେକ ପ୍ରଦୀପର ମୂଖନଳ ଅଛି ଓ ସେହି ନଳ ଦେଇ ପ୍ରଦୀପକୁ ତୈଳ ଆସୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତ ନଳ; Gade chapit laଓଡିଆ ବାଇବେଲ2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସେମାନେ ମନ୍ଦିର ମଧ୍ୟରେ ଥିବା ବିଶେଷ ମେଜ ଉପରେ ଧାଡ଼ିରେ ରୋଟୀ ସଜାଇ ରଖନ୍ତି। ଆଉ ସେମାନେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରତ୍ୟେକ ସନ୍ଧ୍ୟାରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭେମାନେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ସେବା କରୁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ତ୍ୟାଗ କରିଅଛ।