Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:1 - ପବିତ୍ର ବାଇବଲ

1 ମୁଁ ପୁଣି ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଓ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମୁଁ ପୁନର୍ବାର ଆପଣା ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।

Gade chapit la Kopi




ଯିଖରୀୟ 5:1
9 Referans Kwoze  

ସେହି ସ୍ୱର୍ଗଦୂତ ମୋତେ ପ୍ରଶ୍ନ କଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖୁଛି। ସେହି ନଳାକାର ପୁସ୍ତକର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ଦଶ ହାତ।”


ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା'ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’”


ସେହି ଦୂତଙ୍କ ହାତରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।


Swiv nou:

Piblisite


Piblisite