Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:10 - ପବିତ୍ର ବାଇବଲ

10 ତା'ପରେ ମୁଁ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ପଗ୍ଭରିଲି, “ସେମାନେ ସେହି ମାପିବାର ଟୋକେଇଟିକୁ କେଉଁଠାକୁ ନେଉଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ କହିଲି, ଏମାନେ କେଉଁ ସ୍ଥାନକୁ ଐଫା ବହି ନେଉଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”

Gade chapit la Kopi




ଯିଖରୀୟ 5:10
4 Referans Kwoze  

ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ।


ସ୍ୱର୍ଗଦୂତ ମୋତେ ଉତ୍ତର କଲେ, “ସେମାନେ ଶିନିଅର ଦେଶରେ ଗୋଟିଏ ଗୃହ ନିର୍ମାଣ କରିବାକୁ ଯାଉଛନ୍ତି। ଗୃହ ପ୍ରସ୍ତୁତ ହେଲା ପରେ ଏହା ଯଥା ସ୍ଥାନରେ ସ୍ଥାପିତ ହେବ।”


ମୁଁ ତାଙ୍କୁ ପଗ୍ଭରିଲି, “ତୁମ୍ଭେ କେଉଁଆଡ଼େ ଯାଉଅଛ?” ସେ ଉତ୍ତର ଦେଲେ, “ମୁଁ ଯିରୁଶାଲମର ଦୈର୍ଘ ଓ ପ୍ରସ୍ଥ ମାପିବାକୁ ଯାଉଅଛି।”


ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ମୁଁ ପଗ୍ଭରିଲି, “ମୋର ମହାଶୟ, ଏଗୁଡ଼ିକର ଅର୍ଥ କ’ଣ?”


Swiv nou:

Piblisite


Piblisite